ବରମୁଣ୍ଡା ଓଭରବ୍ରିଜ୍ ଉପରେ ଅଜଣା କାର୍, ରାସ୍ତା ମଝିରେ ଗାଡ଼ି ରଖି ଡ୍ରାଇଭର ମାରିଲେ ଛୁ, ଭିତରେ ଅଛି…
ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍ ହୋଇଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଡ୍ରାଇଭର କାର ଛାଡି ପଳାଇଛନ୍ତି ତାକୁ ନେଇ ମଧ୍ୟ ସନ୍ଦେହ ବଢୁଛି। କାର ଭିତରେ ଆଉ କିଏ ଅଛି ନାହିଁ, ଆଉ କିଛି ଜିନିଷ ଅଛି କି ନାହିଁ, ଏଭଳି ଭୟ … Read more