ଖବର କାଗଜ ଉପରେ ରଖା ଯାଇଥିବା ଖାଦ୍ୟ ଖାଉଛନ୍ତି କି? ସାବଧାନ! ହୋଇପାରନ୍ତି ଏହି ସବୁ ଭୟଙ୍କର ରୋଗର ଶିକାର
ଖବର କାଗଜରେ ଖାଦ୍ୟ ଗୁଡାଇ ଆଣିବା ଆମ୍ଭ ପାଇଁ ଏକ ସାଧାରଣ କଥା ଅଟେ। ଖାସ୍ କରି ଜଳଖିଆ ଆଣିବା ବେଳେ ଦୋକାନୀମାନେ ଖବରକାଗଜ ବ୍ୟବହାର କରୁଥିବା ଦେଖିବାକୁ ମିଳିଥାଏ। ତେବେ, ପରବର୍ତ୍ତୀ ସମୟରେ ଏହି ଅଭ୍ୟାସ ଆପଣଙ୍କ ପାଇଁ ଭାରି ପଡିପାରେ। ଖବରକାଗଜରେ ଲେଖିବା ପାଇଁ ବ୍ୟବହାର କରାଯାଉଥିବା ଇଂକ୍ ହିଁ ଏହାର ପ୍ରମୁଖ କାରଣ ଅଟେ। ବିଶେଷଜ୍ଞମାନଙ୍କ ମତରେ ଏହି ଇଂକରେ ବିଭିନ୍ନ ପ୍ରକାରର ରାସାୟନିକ ପଦାର୍ଥ ବ୍ୟବହାର କରାଯାଇଥାଏ ଯାହାକି ମଣିଷ ଶରୀରରେ … Read more