ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏହି ୫ଟି ପୁରୁଣା ଜିନିଷ, ନହେଲେ ରାଗିଯିବେ ମା ଲକ୍ଷ୍ମୀ ପଡ଼ିବନି କୃପାଦୃଷ୍ଟି

ଆଲୋକର ପର୍ବ ଦୀପାବଳୀ, ସବୁଆଡେ ଏବେ ଉତ୍ସବ ମୁଖର।କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍‌ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ ଅବତରଣ କରିଥାନ୍ତି। ତେଣୁ ଏହିଦିନ ଘରକୁ ସଫାସୁତରା ରଖିଲେ ମା’ଙ୍କ ଶୁଭଦୃଷ୍ଟି ପଡ଼ିଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି। ତେଣୁ ଘରେ ଥିବା ଭଙ୍ଗାଦଦରା ସାମଗ୍ରୀ ବାହାରକୁ ଫିଙ୍ଗି … Read more

ଜାଣନ୍ତୁ ଧନତେରସ ଦିନ ଧାତୁ ପଦାର୍ଥ କିଣିବାର ଶୁଭ ମୁହୂର୍ତ୍ତ, ଏହି ସମୟରେ କିଣନ୍ତୁ ମା ଲକ୍ଷ୍ମୀ କରିବେ ଧନର ବର୍ଷା

୨୨ ଓ ୨୩ ନଭେମ୍ବର ୨୦୨୨, ଶନିବାର ଓ ରବିବାର ଏଥର ୨ ଦିନରେ ଧନତେରସ ବା ଧନ୍ଵନ୍ତରୀ ଉତ୍ସବ ପାଳନ କରାଯିବ। ଭାରତୀୟ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହି ପର୍ବଟି କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ଧାନର ଦେବୀଙ୍କ ଆଗମନ ହୋଇଥାଏ, ତେଣୁ ଏହି ଦିନଟିକୁ ଧନତେରସ ବା ଧନ୍ଵନ୍ତରୀ ବୋଲି କୁହାଯାଏ। ଧନତେରସ ବା ଧନ୍ଵନ୍ତରୀକୁ ଧାନ ତ୍ରୟୋଦଶୀ ବା ଧନ୍ଵନ୍ତରୀ ତ୍ରୟୋଦଶୀ ମଧ୍ୟ କୁହାଯାଏ। ଜ୍ୟୋତିଷଶାସ୍ତ୍ରରେ କହିବା ଅନୁସାରେ ସମୁଦ୍ର … Read more