ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏହି ୫ଟି ପୁରୁଣା ଜିନିଷ, ନହେଲେ ରାଗିଯିବେ ମା ଲକ୍ଷ୍ମୀ ପଡ଼ିବନି କୃପାଦୃଷ୍ଟି
ଆଲୋକର ପର୍ବ ଦୀପାବଳୀ, ସବୁଆଡେ ଏବେ ଉତ୍ସବ ମୁଖର।କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ ଅବତରଣ କରିଥାନ୍ତି। ତେଣୁ ଏହିଦିନ ଘରକୁ ସଫାସୁତରା ରଖିଲେ ମା’ଙ୍କ ଶୁଭଦୃଷ୍ଟି ପଡ଼ିଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି। ତେଣୁ ଘରେ ଥିବା ଭଙ୍ଗାଦଦରା ସାମଗ୍ରୀ ବାହାରକୁ ଫିଙ୍ଗି … Read more