ଏହି ୫ଟି କାରଣ ପାଇଁ ମାସିକ ପିରିୟଡସ୍ ଅନିୟମିତତା ଦେଖାଦିଏ, କେବେବି କରନ୍ତୁନି ଅଣଦେଖା

ମାସିକ ଋତୁସ୍ରାବ ମହିଳାଙ୍କ ଶରୀରରେ ହେଉଥିବା ପରିବର୍ତ୍ତନ ଭିତରୁ ଗୋଟିଏ। ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ମାସିକ ଋତୁସ୍ରାବ କଷ୍ଟ ଦେଇ ଯିବାକୁୁ ପଡିଥାଏ। ଉକ୍ତ ସମୟରେ ମହିଳାଙ୍କୁ ନାହିନଥିବା ଅସୁବିଧା ଭୋଗିବାକୁ ପଡେ। ଏହି ସମୟରେ ମହିଳାଙ୍କୁ ଅନିୟମିତ ପିରିୟଡସ୍ ମଧ୍ୟ ହୋଇଥାଏ। ଯଦି ଆପଣଙ୍କ ସହ ମଧ୍ୟ ଏପରି କିଛି ହେଉଛି ତେବେ ଏହାକୁ ଖାମଖିଆଲ ଭାବେ ନ ନେଇ ଡାକ୍ତରଙ୍କୁ ଦେଖାନ୍ତୁ। ଋତୁସ୍ରାବ ହେବା ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଭଲ ଅଟେ କିନ୍ତୁ … Read more